ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Dec 16, 2024 - 12:45
 0  6
ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଆସନ୍ତା ୨୫ ତାରିଖରେ ଟଙ୍କା ମିଳିଥାନ୍ତା,ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ଶେଷ ସୁଯୋଗ ଦେଇଛନ୍ତି ସରକାର। ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। 

What's Your Reaction?

like

dislike

love

funny

angry

sad

wow