୫ ବର୍ଷରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ

Nov 1, 2024 - 17:07
 0  2
୫ ବର୍ଷରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ

ଗତ ୫ ବର୍ଷରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ।ବାରହେତ ଆସନରୁ ନାମାଙ୍କନ ଦାଖଲ କରିଥିବା ବେଳେ ତାଙ୍କ ସତ୍ୟପାଠରୁ ମିଳିଛି ଏଭଳି ଚାଞ୍ଚଲ୍ୟକର ତଥ୍ୟ ।କହିବାକୁ ଗଲେ ୫ ବର୍ଷ ପୂର୍ବେ ତାଙ୍କୁ ୪୨ ବର୍ଷ ହୋଇଥିବା ବେଳେ ଏବେ ବୟସ ୪୯ ବର୍ଷ ବୋଲି ସତ୍ୟପାଠରେ ହୋଇଛି ଉଲ୍ଲେଖ ,ଯାହାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବିବାଦ ।ଏନେଇ ଆସାମ ମୁଖ୍ୟମନ୍ତୀ ତଥା ଝାଡ଼ଖଣ୍ଡ ବିଜେପି ସହ- ପ୍ରଭାରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି ଯେ, ଏପରି ଭୁଲ୍‌ ତଥ୍ୟ ଦେବା ସତ୍ତ୍ୱେ ହେମନ୍ତ ସୋରେନଙ୍କ ନାମାଙ୍କନ ରଦ୍ଦ ହେବା ଉଚିତ ନୁହେଁ। କାରଣ ଭୋଟର ଏହାର ଉଚିତ ଜବାବ ଦେବେ ଓ ତାଙ୍କୁ ହରାଇଦେବେ। 

What's Your Reaction?

like

dislike

love

funny

angry

sad

wow