ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ଯେ, ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ମିଳିବ ସହାୟତା । ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଛନ୍ତି ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
What's Your Reaction?