ଅଷ୍ଟମ ଥର ଲାଗି ରେପୋ ରେଟ୍ ଅପରିବର୍ତ୍ତିତ
ଲଗାତାର ଅଷ୍ଟମ ଥର ପାଇଁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍।ଏନେଇ ସୂଚନା ଦେଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଗର୍ଭଣ୍ଣର ଶକ୍ତିକାନ୍ତ ଦାସ ।ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟିର ଛଅ ଜଣିଆ ସଦସ୍ୟକୁ ନେଇ ବସିଥିବା ବୈଠକରେ ଚାରି ଜଣ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବା ଉପରେ ଦେଇଥିଲେ ଭୋଟ୍ । ଏହାକୁ ଦୃଷ୍ଟିରେ ରଖି ରେପୋ ରେଟ୍ ଅପରିବର୍ତ୍ତିତ ରଖାଯାଇଥିବା କହିଛନ୍ତି ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ।
What's Your Reaction?