ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
![ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ](https://kalingascroll.in/uploads/images/202408/image_870x_66c439bfd3952.jpg)
ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ନୂଆ ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି କରାଯାଇଛି ଜୁଏଲ ଓରାମଙ୍କୁ। ମନ୍ତ୍ରୀଙ୍କର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ କରାଯାଇଛି ଭର୍ତ୍ତି। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ସେ ହେଉଛନ୍ତି ଚିକିତ୍ସିତ। କେନ୍ଦ୍ର ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଥିବା ଜଣା ପଡ଼ିଛି ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)