ଆଜି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

Aug 5, 2024 - 09:41
 0  4
ଆଜି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଆଜି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଶୁଣାଣି ହେବ  ଅଭିଯୋଗ। ଅଭିଯୋଗ ଶୁଣାଣି ପାଇଁସେହି ସ୍ଥାନରେ ଆଜି ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ହେବ ପଞ୍ଜୀକରଣ । ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା ।

What's Your Reaction?

like

dislike

love

funny

angry

sad

wow