ଆଜି ଇଷ୍ଟ ଏସିଆ ଦେଶ ବ୍ରୁନେଇ ଗସ୍ତ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ

Sep 3, 2024 - 11:21
 0  2
ଆଜି ଇଷ୍ଟ ଏସିଆ ଦେଶ ବ୍ରୁନେଇ ଗସ୍ତ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଇଷ୍ଟ ଏସିଆ ଦେଶ ବ୍ରୁନେଇ ଗସ୍ତ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ବ୍ରୁନେଇର ପ୍ରଥମ ଗସ୍ତ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ରାଜନୈତିକ ସମ୍ପର୍କ 40 ବର୍ଷ ପୂରଣା। ବ୍ରୁନେଇର ସୁଲତାନ ହାଜି ହଂଶଲ ବୋଲକିୟା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କ ଦେଶ ଗସ୍ତ ପାଇଁ କରିଥିଲେ ନିମନ୍ତ୍ରଣ।ଦୁଇ ଦିନିଆ ବ୍ରୁନେଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଯାହାର ଉଦ୍ଦେଶ୍ୟ ହେଉଛି ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ବୃଦ୍ଧି କରିବା।

What's Your Reaction?

like

dislike

love

funny

angry

sad

wow