ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ଦତ୍ତ ମହାପାତ୍ର ସେବକମାନେ କରିବେ ଶ୍ରୀବିଗ୍ରହ ଶୃଙ୍ଗାର । ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ହେବ ଆରମ୍ଭ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା ।
What's Your Reaction?






