ଆଜି ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

Sep 14, 2024 - 11:02
 0  3
ଆଜି ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି। ଏଥିପାଇଁ ଆଜି ସକାଳୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି। ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ଲାଗି କରାଯିବ ନୂଆଲୁଗା ଓ ଚନ୍ଦନ। ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ବଢିବ ଅନ୍ୟାନ୍ୟ ନୀତି କାନ୍ତି । ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନହରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ କରାଯିବ ପାଳନ ।

What's Your Reaction?

like

dislike

love

funny

angry

sad

wow