ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Jul 8, 2024 - 14:59
 0  2
ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ ଏବଂ ସମୁଦ୍ର କୂଳରେ ଲାଗୁ ହୋଇଥିଲା ସୁରକ୍ଷା ବ୍ୟବସ୍ଥା ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ନଥିଲା ଅନୁମତି। ତେବେ ମହାମହିମଙ୍କୁ ଦେଖିବାକୁ ଦୂରରେ ଅପେକ୍ଷା କରିଥିଲେ ଅନେକ ଲୋକ

What's Your Reaction?

like

dislike

love

funny

angry

sad

wow