ଆଜି ସନ୍ଧ୍ୟାରେ ବସିବ ତୃତୀୟ କ୍ୟାବିନେଟ ବୈଠକ

Jul 24, 2024 - 12:55
 0  2
ଆଜି ସନ୍ଧ୍ୟାରେ ବସିବ ତୃତୀୟ କ୍ୟାବିନେଟ ବୈଠକ

ଆଜି ସନ୍ଧ୍ୟାରେ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ରାତି ସାଢେ ୮ଟାରେ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବଏହି ବୈଠକ।ଆସନ୍ତାକାଲି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ । ତେଣୁ ଏହା ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ କ୍ୟାବିନେଟ ମୋହର। ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରର ତୃତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । 

What's Your Reaction?

like

dislike

love

funny

angry

sad

wow