ଆଜି ସମ୍ବଲପୁରୀ ଦିନ୍ ପାଳୁଛି ପଶ୍ଚିମ ଓଡିଶା

ଆଜି ସମ୍ବଲପୁରୀ ଦିନ୍ ପାଳୁଛି ପଶ୍ଚିମ ଓଡିଶା। ସମ୍ବଲପୁରୀ ଭାଷା, ସାହିତ୍ୟ ଓ ସସ୍କୃତିର ଜନକ ଭାବେ ପରିଚିତ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ପ୍ରତିବର୍ଷ ସମ୍ବଲପୁରୀ ଦିନ ଭାବରେ କରାଯାଏ ପାଳନ । ସମ୍ବଲପୁରୀ ଭାଷା ଓ ସଂସ୍କୃତିର ପ୍ରଚାର ହିଁ ଏହି ଦିନର ଏକମାତ୍ର ଲକ୍ଷ୍ୟ । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ ଗୀତରେ ବିଭୋର ହେଉଛନ୍ତି ସାରା ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର।
What's Your Reaction?






