ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତ

Dec 16, 2024 - 13:15
 0  2
ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତ

ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ।ଏହି ଅବସରରେ ୨୪ ପ୍ରକାରର ପିଠା ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କଠାରେ ହେବ ଭୋଗ ।

What's Your Reaction?

like

dislike

love

funny

angry

sad

wow