ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତାଦେଖା

ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତାଦେଖା

ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତାଦେଖା। ଖାତା ଦେଖିବାକୁ ସିଏଚଏସଇ ବୋର୍ଡ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି। ଉଭୟ ଅନଲାଇନ ଅଫଲାଇନ ପରୀକ୍ଷା ଖାତା ଦେଖା କେନ୍ଦ୍ର ସଂଖ୍ୟା ବଢାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅତ୍ୟଧିକ ଖରା ଯୋଗୁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁ ଥିବାରୁ ଖାତା ଦେଖା କେନ୍ଦ୍ର ବଢାଯାଇଛି ।ପ୍ରାଥମିକ ପର୍ଯ୍ୟାୟରେ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତା ଦେଖା ପାଇଁ କରାଯାଇଛି ନିଯୁକ୍ତ। ଏକଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ କରାଯାଇଛି ନିୟୋଜିତ ମେ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବ ବୋଲି ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ