ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ

ଆଜି ହେଉଛି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ଆଜିଠୁ ଆରମ୍ଭ ହୋଇଛି ପବିତ୍ର ପଞ୍ଚୁକ ବ୍ରତ। ଏହି ପଞ୍ଚୁକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ । ପଞ୍ଚକ ବ୍ରତର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା ହେଉଥିବା ବେଳେ ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଚଳଚଞ୍ଚଳ ସମଗ୍ର ଶ୍ରୀକ୍ଷେତ୍ର।
What's Your Reaction?






