ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି

Oct 6, 2024 - 12:20
 0  2
ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ  । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ଅମିତ ଶାହା  । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ହେବ ଆଲୋଚନା ।

What's Your Reaction?

like

dislike

love

funny

angry

sad

wow