ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ
ଆଜିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓ ବନ୍ୟଜନ୍ତୁଙ୍କ ଆକର୍ଷଣ ସହିତ ଖୋଲା ଜିପରେ ଵସି ଶିମିଳିପାଳ ଅଭୟାରଣ୍ୟକୁ ଉପଭୋଗ କରିପାରିବେ ପର୍ଯ୍ୟଟକ। ଶିମିଳିପାଳ ଅଭୟାରଣ୍ୟ କର୍ତୃପକ୍ଷଙ୍କ ପକ୍ଷରୁ ପିଠାଵଟା ଓ ଯଶିପୁର ଠାରେ ପର୍ଯ୍ୟଟକମାନଙ୍କୁ କରାଯାଇଛି। ଚଳିତ ବର୍ଷ ଠାରୁ ସଫାରୀ ଗାଡ଼ିରେ ବସି ଶିମିଳିପାଳ ଅଭୟାରଣ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ।
What's Your Reaction?