ଆନୁଷ୍ଠାନିକ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ୍

Jul 27, 2024 - 09:14
 0  2
ଆନୁଷ୍ଠାନିକ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ୍

ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସ୍ । ଆନୁଷ୍ଠାନିକ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ନେଇ ଏକ୍ସରେ ସେ ସୂଚନା ଦେଇଛନ୍ତି କମଳା ହାରିସ୍।  ସେ କହିଛନ୍ତି ପ୍ରତ୍ୟେକ ଭୋଟ୍ ଜିତିବାକୁ ମୁଁ  କରିବି କଠିନ ପରିଶ୍ରମ। ଚଳିତବର୍ଷ ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଡୋନାଲଡ ଟ୍ରମ୍ପ ରିପବ୍ଲିକାନ ପାର୍ଟି ତରଫରୁ ପ୍ରାର୍ଥୀ ହୋଇଥିବାବେଳେ ହାରିସଙ୍କ ପ୍ରାର୍ଥିତ୍ବକୁ ପୂର୍ବତନ ରାଷ୍ଟ୍ରପତି ବରାକ ଓବାମା ଏବଂ ପତ୍ନୀ ମିସେଲ ଓବାମା ଦୃଢ ସମର୍ଥନ କରିଛନ୍ତି। ହାରିସଙ୍କ ପ୍ରାର୍ଥିତ୍ବକୁ ସମର୍ଥନ ଜଣାଇବାରେ ଓବାମାଙ୍କ ମତ ବେଶ ଗୁରୁତ୍ବ ବହନ କରୁଛି।

What's Your Reaction?

like

dislike

love

funny

angry

sad

wow