ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ

Feb 26, 2026 - 15:07
 0  1
ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ

ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ। କଟକ ଚୌଦ୍ବାରସ୍ତିତ ଘରୋଇ ହାସପାତାଳରେ ହୋଇଛି ତାଙ୍କର ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ହୋଇଥିଲା  ୮୦ ବର୍ଷ ବୟସ।  କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ  ଉଛବ ଚରଣ ଦାସ। ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ତାଙ୍କର ରହିଛି ବିଶିଷ୍ଟ ଅବଦାନ ।

What's Your Reaction?

like

dislike

love

funny

angry

sad

wow