ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ଭଙ୍ଗା କର୍ଯ୍ୟ
![ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ଭଙ୍ଗା କର୍ଯ୍ୟ](https://kalingascroll.in/uploads/images/202408/image_870x_66b854e5733e6.jpg)
ଭଙ୍ଗା ହେବ ମହାପ୍ରଭୁଙ୍କ ତିନି ରଥ । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ରଥଭଙ୍ଗା କାର୍ଯ୍ୟ। ନିୟମ ଅନୁଯାୟୀ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାମ ହୋଇଛି ଆରମ୍ଭ । ଏହାପରେ ଭଙ୍ଗାଯିବ ତାଳଧ୍ୱଜ ରଥ। ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବାର ରହିଛି ପରମ୍ପରା ।ତେବେ ଗୋଟିଏ ରଥକୁ ଭାଙ୍ଗିବା ପାଇଁ ଲାଗିବ ୪ଦିନ ସମୟ । ସେହିପରି ତିନି ରଥ ଭଙ୍ଗା କାମ ୧୦ରୁ ୧୨ ଦିନ ଭିତରେ ଶେଷ ହେବ ବୋଲି କହିଛନ୍ତି ମୁଖ୍ୟ ଭୋଇ ସର୍ଦ୍ଦାର।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)