ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

Mar 26, 2026 - 17:04
 0  2
ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ । ବିରୋଧୀଙ୍କ ହଟ୍ଟଗୋଳ ଭିତରେ ସୋମବାର ଯାଏଁ ବିଧାନସଭାକୁ ମୁଲତବୀ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ପୁଣି ସରକାରଙ୍କୁ ଘେରିଛନ୍ତି ବିରୋଧୀ । ପ୍ରବଳ ହଟ୍ଟଗୋଳ ଓ ନାରାବାଜି ଭିତରେ ବାରମ୍ବାର ହୋଇଛି  ଗୃହ ମୁଲତବୀ ।

What's Your Reaction?

like

dislike

love

funny

angry

sad

wow