ଆସନ୍ତାକାଲି ଦେଶର ସବୁ ଜିଲ୍ଲାରେ ରାଲି କରିବ କଂଗ୍ରେସ
ଆମ୍ବେଦକରଙ୍କୁ ଅପମାନ ପ୍ରସଙ୍ଗକୁ ନେଇ ଆସନ୍ତାକାଲି ଦେଶସାରା ସବୁ ଜିଲ୍ଲାରେ ରାଲି କରିବ କଂଗ୍ରେସ । ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିବା ସହ ଜିଲ୍ଲା ସ୍ତରରେ ବିକ୍ଷୋଭ କରି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦେବ ସ୍ମାରକପତ୍ର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଇସ୍ତଫା ନଦେବା ପର୍ଯ୍ୟନ୍ତ କରିବ ପ୍ରତିବାଦ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛି କଂଗ୍ରେସ ।
Jangyaseni Parida