ଆସନ୍ତାକାଲି ବସିବ ରାଜ୍ଯ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ

Aug 6, 2024 - 13:25
 0  6
ଆସନ୍ତାକାଲି ବସିବ ରାଜ୍ଯ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ

ଆସନ୍ତାକାଲି ରାଜ୍ଯ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ମୋହନ ମାଝୀଙ୍କ ସରକାରର ଏହା ଚତୁର୍ଥ କ୍ୟାବିନେଟ ବୈଠକ ବସିବ। କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର।

What's Your Reaction?

like

dislike

love

funny

angry

sad

wow