ଆସନ୍ତାକାଲିଠାରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

Oct 8, 2024 - 16:12
 0  2
ଆସନ୍ତାକାଲିଠାରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ। ଶଙ୍ଖ ଭବନରେ ଏହାର ଶୁଭାରମ୍ଭ କରିବେ ବିଜେଡି ମୂଖ୍ୟ ନବୀନ ପଟ୍ଟନାୟକ । ଏନେଇ ଏକ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି ବିଜେଡି । ବିଜେଡିର ଶେଷ ହୋଇଛି  ପ୍ରଥମ ପର୍ଯ୍ୟାୟ ଜନସମ୍ପର୍କ ଯାତ୍ରା । ଗୋପବନ୍ଧୁ ଜୟନ୍ତୀ ଠାରୁ ଆରମ୍ଭ ହେବ ସଭ୍ୟ ସଂଗ୍ରହ ଅଭିଯାନ । ସଭ୍ୟ ସଂଗ୍ରହ ପାଇଁ ପ୍ରସ୍ତୁତ ହୋଇଛି  ଖସଡା । ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ଗଠନ ହେଇଛି ୨୨ ଜଣିଆ କମିଟି। 

 

What's Your Reaction?

like

dislike

love

funny

angry

sad

wow