ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା

Mar 8, 2025 - 13:41
 0  1
ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଯୋଜନା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା। ବ୍ରହ୍ମପୁରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା।

What's Your Reaction?

like

dislike

love

funny

angry

sad

wow