ଆସୁଛି ଆଉ ଏକ ଲଘୁଚାପ

Sep 20, 2024 - 11:43
 0  2
ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ରହିଛି ସମ୍ଭାବନା। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବା ସହ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କିମ୍ବା ଅବପାତରେ ହୋଇପାରେ ପରିଣତ। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ହେବ ବର୍ଷା । ୨୪ରୁ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । 

What's Your Reaction?

like

dislike

love

funny

angry

sad

wow