ଆହୁରି ୨ଦିନ ପ୍ରବଳ ବର୍ଷା ସମ୍ଭାବନା

Aug 9, 2024 - 15:33
 0  3
ଆହୁରି ୨ଦିନ ପ୍ରବଳ ବର୍ଷା  ସମ୍ଭାବନା

ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଏକ ଘୁର୍ଣ୍ଣିବଳୟ। ଏହାସହ ମୌସୁମୀ ସକ୍ରିୟ ରହିଥିବାରୁ ଓଡିଶାରେ ଜାରି ରହିଛି ବର୍ଷା । ଗୁରୁବାର ନୟାଗଡ଼ରେ ସର୍ବାଧିକ ୪୯.୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୪୫.୨ ମି.ମି., ତାଳଚେର ୩୫.୦ ମି.ମି., ବାରିପଦା ୩୦.୨ ମିିମି ଏମଂ ନବରଙ୍ଗପୁରରେ ୧୬.୪ ମିମି ବର୍ଷା ହୋଇଛି ରେକର୍ଡ । ତେବେ ରାଜ୍ୟରେ ଆହୁରି ୨ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

What's Your Reaction?

like

dislike

love

funny

angry

sad

wow