ଉଚ୍ଚନ୍ୟାୟାଳୟଙ୍କ କଡ଼ା ନିର୍ଦ୍ଦେଶ : ବିଧାନସଭାରେ ଉପସ୍ଥାପନ କର ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ

The High Court has issued strict directions regarding the publication of the inquiry commission’s report on the missing key of the Srimandir Ratna Bhandar. The court has ordered that the report of the Justice Raghubir Das Commission be presented in the upcoming Assembly session. It has also directed that the inventory and verification of the Ratna Bhandar be completed within the next three months.

Feb 12, 2026 - 15:47
 0  2
ଉଚ୍ଚନ୍ୟାୟାଳୟଙ୍କ କଡ଼ା ନିର୍ଦ୍ଦେଶ : ବିଧାନସଭାରେ ଉପସ୍ଥାପନ କର ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ପ୍ରସଙ୍ଗରେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚନ୍ୟାୟାଳୟ । ଆସନ୍ତା ବିଧାନସଭା ଅଧିବେଶନରେ  ଜଷ୍ଟିସ୍ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।ସେହିପରି ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚନ୍ୟାୟାଳୟ  ।

 

What's Your Reaction?

like

dislike

love

funny

angry

sad

wow