ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ବିଦ୍ୟାଭାରତୀ ପଣ୍ଡାଙ୍କ ଜାମିନ ଆବେଦନର ଶୁଶାଣି ଶେଷ, ରାୟ ସଂରକ୍ଷିତ
ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ଅନ୍ୟତମ ଅଭିଯୁକ୍ତ ତଥା ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଜାମିନ ଆବେଦନର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ।
What's Your Reaction?