ଓଡିଶାରେ ସକ୍ରିୟ ରହିଛି  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

Jun 23, 2024 - 14:31
 0  6
ଓଡିଶାରେ ସକ୍ରିୟ ରହିଛି  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଓଡିଶାରେ ସକ୍ରିୟ ରହିଛି  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଫଳରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା  । ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲା ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ାକୁ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ  ହଳଦିଆ ସତର୍କତା  ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ଘର ନବାହାରି ସୁରକ୍ଷିତ ସ୍ଥାନରେ ରହିବାକୁ ଦିଆଯାଇଛି ପରାମର୍ଶ । ଅନ୍ୟପଟେ ୨୬ ତାରିଖରୁ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା ।

What's Your Reaction?

like

dislike

love

funny

angry

sad

wow