ଓଡିଶାରେ ୨୫ ତାରିଖ ଯାଏ ବର୍ଷା ସମ୍ଭାବନା

ଓଡିଶାରେ ୨୫ ତାରିଖ ଯାଏ ରହିଛି ବର୍ଷା ସମ୍ଭାବନା । କାଲିଠୁ ବୃଦ୍ଧି ପାଇବ ବର୍ଷାର ପରିମାଣ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତେଲଙ୍ଗାନା ପର୍ଯ୍ୟନ୍ତ ବ୍ୟାପିଥିବା ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ହେବ ବର୍ଷା । କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।
What's Your Reaction?






