ଓପିଏସ୍‌ସି  ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ଘଟଣାର ହେବ ତଦନ୍ତ

Apr 28, 2025 - 16:15
 0  7
ଓପିଏସ୍‌ସି  ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ଘଟଣାର ହେବ ତଦନ୍ତ

ଓପିଏସ୍‌ସି  ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ଘଟଣାର ହେବ ତଦନ୍ତ।ଏନେଇ ପ୍ରତିଶ୍ରୁତି ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ।ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,ଏହା ମୋ ବିଭାଗ ଅଧିନରେ ଯାଉ ନାହିଁ । ଆଗରୁ ଓପିଏସସି କୁହନ୍ତୁ କିମ୍ବା ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଟିରେ ବହୁତ ଅବ୍ୟବସ୍ଥା ରହିଆସିଛି ।ବିଧାନସଭା ପୂର୍ବ ଅଧିବେଶନରେ ଏହାକୁ ବ୍ୟବସ୍ଥିତ କରିବା ପାଇଁ ନିଆଯାଇଛି ପଦକ୍ଷେପ ,ଆଗକୁ ସବୁକିଛି ବ୍ୟବସ୍ଥିତ ଢଙ୍ଗରେ ହେବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ।

What's Your Reaction?

like

dislike

love

funny

angry

sad

wow