ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁଲାଇ ୬ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ହେବେ ସାମିଲ୍ । ଏହାପରେ ଜୁଲାଇ ୬ରୁ ୯ ତାରିଖ ମଧ୍ୟରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ । ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି ।
What's Your Reaction?






