କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

Jun 24, 2024 - 11:56
 0  2
କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ ।ତାଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏବେ କାମଚଳା ବାଚସ୍ପତି ଭାବେ ସାଂସଦ ମାନଙ୍କୁ ଶପଥ ପାଠ କରାଇବେ ଭର୍ତ୍ତୃହରି  । ପରେ ୨୬ ତାରିଖରେ ହେବ ବାଚସ୍ପତି ନିର୍ବାଚନ ।

What's Your Reaction?

like

dislike

love

funny

angry

sad

wow