ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ ମାମଲାକୁ ନେଇ ହାଇକୋର୍ଟରେ ଶୁଣାଣି

Dec 20, 2024 - 15:37
 0  7
ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ ମାମଲାକୁ ନେଇ ହାଇକୋର୍ଟରେ ଶୁଣାଣି

ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ ମାମଲାକୁ ନେଇ ହାଇକୋର୍ଟରେ ଶୁଣାଣି ଆଶ୍ରମକୁ ଯୋଗ ସ୍କୁଲ କରିବା ପାଇଁ ମିଳିଥିବା ଅନୁମତି ପତ୍ର ନକଲି ବୋଲି କୋର୍ଟଙ୍କୁ ଜଣାଇଛି ସ୍କୁଲ ଗଣଶିକ୍ଷା ବିଭାଗ ହାଇକୋର୍ଟ କହିଛନ୍ତି, ଚିଠି ଯଦି ନକଲି, ତେବେ ସତ୍ୟପାଠ ଦିଅ ଉଚ୍ଛେଦ ରୋକିବା ପାଇଁ ବୈକୁଣ୍ଠ ଧାମ ଆଶ୍ରମ ପକ୍ଷରୁ ଚିଠି ପୂର୍ବରୁ କୋର୍ଟରେ ଦର୍ଶାଯାଇଥିଲା ଏହି ଆଧାରରେ ଉଚ୍ଛେଦ ଉପରେ ଲାଗିଥିଲା କଟକଣା। ତେବେ ଅନୁମତି ପତ୍ର ନକଲି ବୋଲି ସ୍କୁଲ ଗଣଶିକ୍ଷା ବିଭାଗ କୋର୍ଟଙ୍କୁ ଜଣାଇବା ପରେ ହାଇକୋର୍ଟ ଏହା ଉପରେ ସତ୍ୟପାଠ ଦେବାକୁ ଦେଇଛନ୍ତି ନିର୍ଦ୍ଦେଶ। ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ହେବ ଜାନୁଆରୀ ତାରିଖରେ। 

 

 

What's Your Reaction?

like

dislike

love

funny

angry

sad

wow