ଖାତାକୁ ଆସିଲା 'ସୁଭଦ୍ରା' ଟଙ୍କା

Oct 9, 2024 - 13:32
 0  2
ଖାତାକୁ ଆସିଲା 'ସୁଭଦ୍ରା' ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା। ବାରିପଦାରେ ଆୟୋଜିତ ସୁଭଦ୍ରା ସମାବେଶରେ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଦ୍ୱିତୀୟ ପର୍ଯ୍ୟାୟରେ ୫ ହଜାର ଟଙ୍କା ଲେଖାଏଁ ପାଇଛନ୍ତି ୩୫ ଲକ୍ଷରୁ ଅଧିକ ହିତାଧିକାରୀ। 

What's Your Reaction?

like

dislike

love

funny

angry

sad

wow