ଖୁବଶୀଘ୍ର ହୀରାକୁଦ ଡ୍ୟାମ କେନାଲର ହେବ ନବୀକରଣ

Oct 7, 2024 - 13:22
 0  4
ଖୁବଶୀଘ୍ର ହୀରାକୁଦ ଡ୍ୟାମ କେନାଲର ହେବ ନବୀକରଣ

ଖୁବଶୀଘ୍ର ହୀରାକୁଦ ଡ୍ୟାମ କେନାଲର ହେବ ନବୀକରଣ। ଏଥିପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ଜାରି ହୋଇଛି ସଂକଳ୍ପ ପତ୍ର। ୨୦୨୪-୨୫ରୁ ୨୦୨୭-୨୮ମଧ୍ୟରେ ଉପଯୁକ୍ତ ଜଳ ବଣ୍ଟନ ଓ ପରିଚାଳନା ସୁନିଶ୍ଚିତ କରିବା ପାଇଁ ଜଳଭଣ୍ଡାରର ସିମେଣ୍ଟ ଲାଇନିଂରେ ଖର୍ଚ୍ଚ ହେବ ୮୫୫ କୋଟି ଟଙ୍କା। ହୀରାକୁଦ ଡ୍ୟାମ୍ ପ୍ରକଳ୍ପ କେନାଲ ପଦ୍ଧତିର ନବୀକରଣ ଯୋଜନାର ମଧ୍ୟ ଆସିଛି ବିସ୍ତୃତ ତଥ୍ୟ। ଆସନ୍ତା ୪ ବର୍ଷ ଭତିରେ ନବୀକରଣ କାମ ସାରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର।

What's Your Reaction?

like

dislike

love

funny

angry

sad

wow