ଗଣମାଧ୍ୟମରେ କୌଣସି ପ୍ରତିକ୍ରିୟା ଦେବେ ନାହିଁ ବିଜେଡି କର୍ପୋରେଟର
ବିଏମସି ବିଜେଡି କର୍ପୋରେଟରଙ୍କ ପାଇଁ କଡ଼ା କଟକଣା ଜାରି । କଟକଣା ଜାରି କରିଛନ୍ତି ଭୁବନେଶ୍ବର ବିଜେଡି ସଭାପତି। ଭୁବନେଶ୍ବର ଉତ୍ତର ବିଜେଡି ବିଧାୟକ ସୁଶାନ୍ତ ରାଉତଙ୍କ ପକ୍ଷରୁ କଟକଣା ଜାରି କରାଯାଇଛି। ବିନା ଅନୁମତିରେ ଗଣମାଧ୍ୟମରେ କୌଣସି ପ୍ରତିକ୍ରିୟା ଦେବାକୁ ମନା କରାଯାଇଛି। ଦଳୀୟ ନିର୍ଦ୍ଦେଶ ନେଇ କେହି ମୁହଁ ଖୋଲି ପାରିବେ ନାହିଁ ବୋଲି କଡ଼ା କଟକଣା ଜାରି କରାଯାଇଛି।
What's Your Reaction?