ଗିରଫ ହେଲେ ଜିଏସଟି ଅତିରିକ୍ତ କମିଶନର

ଗିରଫ ହେଲେ ଜିଏସଟି ଅତିରିକ୍ତ କମିଶନର

ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ସରକାରୀ ଟିକସ ହେରଫେର ଅଭିଯୋଗରେ ଗତକାଲି ତାଙ୍କର ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ହୋଇଥିଲା ଏକକାଳୀନ ଚଢ଼ାଉ । ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଦଳ।