ଗିରଫ ହେଲେ ନୂଆପଡ଼ା ଏମଭିଆଇ

ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ନେଇ ନୂଆପଡ଼ାରୁ ଭୁବନେଶ୍ଵର ଆସୁଥିବାବେଳେ ଗତକାଲି ଧରିଥିଲା ଭିଜିଲାନ୍ଶ। ପାଖରେ ଥିବା ଟଙ୍କା ନେଇ କୌଣସି ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ସମସ୍ତ ଟଙ୍କାକୁ କରାଯାଇଛି ଜବତ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମଭିଆଇଙ୍କ ଘର ସମେତ ୫ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କରାଯାଇଛି ଅଦାଲତ ଚାଲାଣ।
What's Your Reaction?






