ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ୪ଟା ଯାଏଁ ଗୃହ ମୁଲତବୀ
![ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ୪ଟା ଯାଏଁ ଗୃହ ମୁଲତବୀ](https://kalingascroll.in/uploads/images/202407/image_870x_669f605ed00f7.jpg)
ବିଧାନସଭା ଆରମ୍ଭ ନହେଉଣୁ ହେଲା ମୁଲତବୀ । ଗୃହ କାର୍ଯ୍ୟ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଦ୍ୱିତୀୟ ଦିନରେ ଗୃହ କାର୍ଯ୍ୟ ଆରମ୍ଭରୁ ହୋଇଛି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ପ୍ରଶ୍ନୋତ୍ତର କାଳ ଆରମ୍ଭରୁ ଗୃହରେ କଲେ ନାରାବାଜି । ରାଜ୍ୟପାଳଙ୍କ ପୁଅ ଗିରଫ ଦାବିରେ ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧୀ । ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ପ୍ରଥମେ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ କରିଥିଲେ ବାଚସ୍ପତି ଏବଂ ପରେ ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)