ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଚତୁର୍ଥ ପର୍ୟ୍ୟାୟ ଟଙ୍କା
ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା। ଏହି ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ କିମ୍ଭା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ ହହିତାଧିକାରୀ। କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନାହିଁ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।
Jangyaseni Parida