ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ
ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ କରାଯିବ ଆୟୋଜନ । ଏଭଳି ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଭାରତ ସରକାର। ଏ ନେଇ ସାମାଜିକ ଗଣମାଧ୍ଯମ ପ୍ଲାଟଫର୍ମରେ ସୂଚନା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
What's Your Reaction?