ଜାନୁୟାରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
![ଜାନୁୟାରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା](https://kalingascroll.in/uploads/images/202409/image_870x_66e3e8b860a18.jpg)
ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ସୂଚନା ଦେଇନାହାନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା। କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ ବଲି କହିଛନ୍ତି ପ୍ରଭାତୀ ପରିଡ଼ା।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)