ଜିତିଲେ ସୁରେଶ ପୂଜାରୀ

ଜିତିଲେ ସୁରେଶ ପୂଜାରୀ

ବ୍ରଜରାଜନଗରରେ ଫୁଟିଲା ପଦ୍ମ। ବିଜୟୀ ହେଲେ ଭାଜପା ବିଧାୟକ ପ୍ରାର୍ଥୀ ସୁରେଶ ପୂଜାରୀ। ସୁରେଶ, ବିଜେଡିର ଅଳକା ମହାନ୍ତିଙ୍କୁ ୨୨,୦୦୨ ଭୋଟ ବ୍ୟବଧାନରେ ହରାଇ ବଡ଼ ବିଜୟ ହାସଲ କରିଛନ୍ତି। ସେ ୭୧,୭୯୭ ଭୋଟରେ ହୋଇଛନ୍ତି ବିଜୟୀ