ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍

Jul 6, 2024 - 17:17
 0  3
ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍
ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍ । ଜୁଲାଇ ୨୩ ତାରିଖରେ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମିଳିଥିବା ସୂଚନା ମୁତାବକ, ୧୮ ତମ ଲୋକସଭାର ବଜେଟ୍ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହେଇ ଅଗଷ୍ଟ ୧୨ ତାରିଖ ପର୍ୟ୍ୟନ୍ତ ଚାଲିବ । ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ  ।

What's Your Reaction?

like

dislike

love

funny

angry

sad

wow