ଜୁଲାଇ ୮ରେ ଖୋଲାଯିବ ରତ୍ନଭଣ୍ଡାର

Jun 19, 2024 - 14:58
 0  1
ଜୁଲାଇ ୮ରେ ଖୋଲାଯିବ ରତ୍ନଭଣ୍ଡାର

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର । ଏଥିପାଇଁ ଗଠନ ହେଲା ସ୍ୱତନ୍ତ୍ର କମିଟି । ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ ସ୍ୱତନ୍ତ୍ର ଦଳ। ଏନେଇ ସୂଚନା ଦେଇଛନ୍ତି ଏଏସଆଇ ଅଧିକାରୀ ଡିବି ଗଡନାୟକ । ୨୦୧୮ ହୋଇଥିବା ଯାଞ୍ଚର ରିପୋର୍ଟ ଅନୁସାରେ ରତ୍ନ ଭଣ୍ଡାର ବାହାର ଓ ଭିତରେ ଯାହା କିଛି ସମସ୍ୟା ରହିଛି ତାକୁ କରାଯିବ ମରାମତି  । ୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ଖୋଲାଯିବ ରତ୍ନଭଣ୍ଡାର ।ତେବେ ଶ୍ରୀମନ୍ଦିର ପ୍ରଶାସନ, ପଶାୟତ କମିଟିର ଉପସ୍ଥିତିରେ ଏଏସଆଇ ଦଳ ୮ ଦିନ ଭିତରେ ଏହି କାର୍ଯ୍ୟକୁ ସମାପ୍ତ କରିବାକୁ ଚେଷ୍ଟା କରିବ ବୋଲି ରହିଛି ସୂଚନା ।

What's Your Reaction?

like

dislike

love

funny

angry

sad

wow