ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

Jul 4, 2024 - 18:28
 0  4
ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

ପୁଣି ଝାଡଖଣ୍ଡର ୧୩ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ହେମନ୍ତ ସୋରେନ । ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି କ୍ରମରେ ହେମନ୍ତ ସୋରେନ ତୃତୀୟଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ବୁଧବାର ଦିନ ସୋରେନ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଗତକାଲି ରାଜ୍ୟପାଳଙ୍କୁ ଭେଟି ବହୁମତ ପ୍ରମାଣ ଦେଇଥିଲେ ।

What's Your Reaction?

like

dislike

love

funny

angry

sad

wow