ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
![ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ](https://kalingascroll.in/uploads/images/202501/image_870x_6780cfc57b6dd.jpg)
ବହୁ ଚେଷ୍ଟା ପରେ ବି ଆଜି ହୋଇ ପାରିଲାନି କିରିମିରା ବ୍ଲକ ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ । ସରପଞ୍ଚ, ସମିତି ସଭ୍ୟ ନଆସିବାରୁ ଶେଷରେ ଏହାକୁ କରି ଦିଆଯାଇଛି ବାତିଲ ।ସେପଟେ ବିନା ଅଭିଯୋଗ ଓ ପ୍ରମାଣରେ ଭାଇ ବିଶାଳ ଦାସ ଓ ପିଆରଆଇ ସଦସ୍ୟଙ୍କୁ ଗତକାଲିଠାରୁ ଛତିଶଗଡରେ ଅଟକ ରଖାଯାଇଥିବା ଅଭିଯୋଗ କରିଛନ୍ତି ଦୀପାଳି ଦାସ।ପ୍ରତିବାଦରେ ବିଜେଡି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କରାଯାଇଛି ଘେରାଉ । ଅନୈତିକ ଓ ଅଗଣତାନ୍ତ୍ରିକ ଉପାୟରେ ପୁଲିସ ଏହି ଭୋଟିଂ ବନ୍ଦ୍ କରିବାକୁ ଉଦ୍ୟମ କରିଥିବା ଅଭିଯୋଗ କରିଛି ବିଜେଡି ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)