ଡାକ୍ତରଙ୍କ ଜିଦ ଆଗରେ ମୁଣ୍ଡ ନୁଆଁଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

Sep 17, 2024 - 11:53
 0  1
ଡାକ୍ତରଙ୍କ ଜିଦ ଆଗରେ ମୁଣ୍ଡ ନୁଆଁଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଶେଷରେ ଡାକ୍ତରଙ୍କ ଜିଦ ଆଗରେ ମୁଣ୍ଡ ନୁଆଁଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କୋଲକାତା ଆରଜି କର ମେଡିକାଲ କଲେଜ ଓ ହାସପାତାଳରେ ତାଲିମ୍ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଦୀର୍ଘ ଦନି ଧରି ଆନ୍ଦୋଳନ ଚଳାଇଥିବା କନିଷ୍ଠ ଡାକ୍ତରଙ୍କ ୫ଟି ଦାବି ମଧ୍ୟରୁ ୩ଟି ଦାବି ମାନି ନେଇଛନ୍ତି ମମତା ।ରାତି ଅଧରେ ପୁଲିସ କମିଶନର ବିନୀତ ଗୋୟଲଙ୍କୁ ବିଦା କରିଥିବାବେଳେ ସ୍ୱାସ୍ଥ୍ୟ ବିଭାଗର ଦୁଇ ବରିଷ୍ଠ ଅଧିକାରୀଙ୍କୁ କରିଛନ୍ତି ବଦଳି । ସେହିପରି ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ହେବ ନାହିଁ ବୋଲି ମଧ୍ୟ ଦିଆଯାଇଛି ପ୍ରତିଶ୍ରୁତି । 

What's Your Reaction?

like

dislike

love

funny

angry

sad

wow